କେନ୍ୟୁଜ୍(ବ୍ୟୁରୋ): ଆଶ୍ବସ୍ତିକର ଖବର ଦେଲା ସ୍ବାସ୍ଥ୍ୟ ବିଭାଗ। ରାଜ୍ୟରେ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ଦେଲା ସୂଚନା। ଏହି ସୁସ୍ଥମାନଙ୍କ ମଧ୍ୟରେ ଅଛନ୍ତି ଗଞ୍ଜାମର ୩୯୧,ଖୋର୍ଦ୍ଧାର ୪୯,କଟକର ୪୩,ବାଲେଶ୍ବରର ୩୩, ଯାଜପୁରର ୩୨, ଗଜପତିର ୨୩, ୟମୂରଭଞ୍ଜର ୧୯, ଅନୁଗୁଳର ୧୮, ଜଗତସିଂହପୁରର ୧୭, ନୟାଗଡର ୧୭, ସମ୍ବଲପୁରର ୧୧, ମାଲକାନଗିରିର ୧୦, ବରଗଡ,ଢେଙ୍କନାଳ,କେନ୍ଦ୍ରାପଡା,ପୁରୀ ଓ ସୁନ୍ଦରଗଡରୁ ୭ ଜଣ ଲଖାଏଁ ସୁସ୍ଥ ହୋଇଛନ୍ତି । ଏମାନଙ୍କ ସହ ବଲାଙ୍ଗିର,ଝାରସୁଗୁଡା ଓ ସୋନପୁରରୁ ୫ ଜଣ ଲଖାଏଁ ସୁସ୍ଥ ହୋଇଛନ୍ତି । ସେହିଭଳି ଭଦ୍ରକ ଓ ନବରଙ୍ଗପୁରରୁ ୪ ଜଣ ଲଖାଏଁ ସୁସ୍ଥ ହୋଇଛନ୍ତି। କେରାପୁଟରୁ ୩, ବୌଦ୍ଧ ଓ କେନ୍ଦୁଝରରୁ ୨ ଲଖାଏଁ କରୋନାରୁ ଆରୋଗ୍ୟ ଲାଭ କରିଥିବାର ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…
କନ୍ଧମାଳ : କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…
ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…
ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…
ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…
ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…