Below header

କ୍ରୀଡ଼ା ଭିତ୍ତିଭୂମୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ, ରାଜ୍ୟରେ ଆଉ ୮୯ଟି ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ ହେବ

କେନ୍ୟୁଜ୍(ବ୍ୟୁରୋ):ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟରେ କ୍ରୀଡା ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି । ରାଜ୍ୟରେ ୮୯ ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛି କ୍ୟାବିନେଟ । ଏଥି ପାଇଁ ୬୯୩.୩୫ କୋଟି ବ୍ୟୟ ବରାଦ କରାଯାଇଛି । ଯାହା ୧୮ ମାସ ମଧ୍ୟରେ ସଂପୂର୍ଣ୍ଣ କରାଯିବ ।

biju indor satdium

ସେହିପରି ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ମଧ୍ୟ ୯ କୋଟି ୫୫ ଲକ୍ଷ ବ୍ୟୟରେ ଏକ ଇନଡୋର ଷ୍ଟାଡିଅମ ନିର୍ମାଣ କରାଯିବ. ତେବେ ଏହି ଷ୍ଟାଡିଅମ ନିର୍ମାଣ ହେବା ଦ୍ୱାରା ରାଜ୍ୟରୁ ବହୁ ପ୍ରତିଭାବାନ କ୍ରୀଡ଼ାବିତ ବାହାରିବେ ବୋଲି ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଏକ ସାମ୍ବାଦିକ ସମିଳନୀରେ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.