ରାଜ୍ୟ

ଭୁବନେଶ୍ୱର ପରେ ପୁଣି ବାରିପଦା, ଆସିଲା ଶିଶୁ ବଦଳ ଅଭିଯୋଗ

ବାରିପଦା (କେନ୍ୟୁଜ): ପୁଣି ଶିଶୁ ଅଦଳବଦଳ ଅଭିଯୋଗ । ବାରିପଦା ପିଆରଏମ ମେଡିକାଲରେ ଶିଶୁ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି । କୁଳିଅଣା ଥାନା କିଶନଡାହି ଅଞ୍ଚଳର ରଙ୍ଗଲାଲ ସିଂ ଅିଭଯୋଗ କରିଛନ୍ତି । ମେଡିକାଲରେ ରଙ୍ଗଲାଲଙ୍କ ସ୍ତ୍ରୀ ଏକ ଶିଶୁକୁ ଜନ୍ମ ଦେଇଥିଲେ । ସନ୍ତାନ ପ୍ରସବ ପରେ ଶିଶୁପୁତ୍ର ହୋଇଥିବା ନର୍ସ କହିଥିଲେ । କିନ୍ତୁ ପରେ କନ୍ୟା ସନ୍ତାନ ହସ୍ତାନ୍ତର କରାଯାଇଥିବା ଅଭିଯୋଗ କରିଛନ୍ତି ରଙ୍ଗଲାଲ । DNA ଟେଷ୍ଟ ପାଇଁ ଦାବି କରିଛନ୍ତି ପରିବାର ।

ସୂଚନା ଥାଉ କି ରାଜଧାନୀ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ମଧ୍ୟ ସମାନ ଘଟଣା ଘଟିଥିଲା। ଅଭିଯୋଗ ଅନୁଯାୟୀ, ପ୍ରାଣକୃଷ୍ଣ ବିଶ୍ଵାଳଙ୍କ ସ୍ତ୍ରୀଙ୍କୁ ହସ୍ପିଟାଲ୍ ରେ ପ୍ରସବ ପାଇଁ ଭର୍ତ୍ତି କରାଯାଇଥିଲା। ସନ୍ତାନ ପ୍ରସବ ପରେ ଶିଶୁପୁତ୍ର ହୋଇଥିବା କହିଥିଲେ ନର୍ସ। କିନ୍ତୁ ପରେ ତାଙ୍କୁ କନ୍ୟା ସନ୍ତାନ ହସ୍ତାନ୍ତର କରାଯାଇଥିଲା। ଏ ନେଇ ପରିବାର ପକ୍ଷରୁ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଲିଖିତ ଅଭିଯୋଗ କରାଯାଇଥିଲା। ନିର୍ଦ୍ଦେଶକ କହିଛନ୍ତି, ଏ ଘଟଣାର ତଦନ୍ତ ସହ DNA ଟେଷ୍ଟ କରାଯାଉ ବୋଲି ଦାବି କରିଥିଲେ ।

Barsha

Recent Posts

ବସ୍‌ ରେ ଯାତ୍ରା ସମୟରେ ଖସି ପଡ଼ୁଥିଲେ ଯାତ୍ରୀ, ସୁପରମ୍ୟାନ୍‌ ଭାବେ ଜୀବନ ରକ୍ଷା କଲେ କଣ୍ଡକ୍ଟର

ଯଦି ଆପଣ ଚଳଚ୍ଚିତ୍ରରେ 'ସ୍ପାଇଡରମ୍ୟାନ୍' ଦେଖିଥିବେ, ତେବେ ଆପଣ ବୋଧହୁଏ ଜାଣିଥିବେ ଷଷ୍ଠ ଇନ୍ଦ୍ରୀୟ (sixth sence) କ’ଣ କୁହାଯାଏ…

39 mins ago

ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ, ୪୨ ଚକ ନିର୍ମାଣ ଶେଷ

ପୁରୀ : ଚଳଚଞ୍ଚଳ ପୁରୀ ରଥଖଳା । ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ରଥ…

1 hour ago

ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସ, ପ୍ରଦର୍ଶିତ ହେଲା ସିନେମା ଶୂନ୍ୟ ସ୍ବରୂପ

ଭୁବନେଶ୍ଵର : ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସରେ ପ୍ରଦର୍ଶିତ ହୋଇଛି ଜାତୀୟ ପୁରସ୍କାର ପ୍ରାପ୍ତ ସିନେମା ଶୂନ୍ୟ ସ୍ବରୂପ…

1 hour ago

ଦମ୍ ବିରିୟାନି, ଯୋଧପୁରୀ ସବ୍‌ଜି, ମଟ୍‌କା କୁଲ୍‌ଫି…ଜେପି ନଡ୍ଡାଙ୍କ ବାସଭବନରେ ଏନ୍‌ଡିଏ ସାଂସଦଙ୍କ ଡିନର ପାର୍ଟି

ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି । ଆଜି ଜୁନ୍‌ ୯ରେ ମୋଦି ପ୍ରଧାନମନ୍ତ୍ରୀ…

1 hour ago

ଫିଲ୍ମ ‘କଲ୍କି 2898 AD’ର ଟ୍ରେଲର ରିଲିଜ୍‌ ପୂର୍ବରୁ ସାମ୍ନାକୁ ଆସିଲା ଦୀପିକାଙ୍କ ଦମ୍‌ଦାର ଲୁକ୍‌

ନାଗ ଅଶ୍ୱିନଙ୍କ ନିର୍ଦ୍ଦେଶିତ ସାଇନ୍ସ ଫିକ୍ସନ ଫିଲ୍ମ ‘କଲ୍କି 2898 AD’ ଦୀର୍ଘ ଦିନ ଧରି ଖୁବ୍‌ ଚର୍ଚ୍ଚାରେ ରହିଆସିଛି…

2 hours ago

ବିହାରର ୮ ସାଂସଦଙ୍କୁ ମୋଦି କ୍ୟାବିନେଟ୍‌ରେ ଜାଗା ! ଦିଲ୍ଲୀରୁ ଆସିଛି ଫୋନ୍‌ କଲ୍‌

ଏଥର ଏନ୍‌ଡିଏ ସରକାର ଗଠନରେ କିଙ୍ଗମେକରର ଭୂମିକା ଗ୍ରହଣ କରିଛି ବିହାରର ଜେଡିୟୁ । ଏହି ଦଳର ଦୁଇ ନେତାଙ୍କୁ…

2 hours ago