ରାଜ୍ୟ

ଆସନ୍ତା ୭ରେ ଲଘୁଚାପ ! ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତା ୭ରେ ଲଘୁଚାପ ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।

ଏନେଇ ଟ୍ଵିଟ କରି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବିଜ୍ଞାନୀ ଉମାଶଙ୍କର ଦାଶ । ଆଇଏମଡିର ପରିବ୍ୟାପ୍ତ ରେଞ୍ଜ ଆକଳନରୁ ସୂଚନା ମିଳିଛି ଯେ, ଏପ୍ରିଲ ପ୍ରଥମ ସପ୍ତାହରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସାଇକ୍ଲୋନିକ ସର୍କୁଲେସନ କିମ୍ବା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ଉପରେ ପାଣିପାଗ ବିଭାଗ ପକ୍ଷରୁ ନଜର ରଖାଯାଇଛି ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

5 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

13 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

30 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago