ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହୋଇପାରେ କ୍ଷେତ୍ର

ଭୁବନେଶ୍ୱର(କେ ନ୍ୟୁଜ): ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଭାରତ ମହାସାଗର ଓ ସଂଲଗ୍ନବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ପଡ଼ିବ ନାହିଁ । ଲଘୁଚାପ ମଧ୍ୟ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.