Below header

୧୮ ବେଳକୁ ଆଉ ଏକ ଲଘୁଚାପ ! ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ । ୧୮ ବେଳକୁ ଲଘୁଚାପ ସମ୍ଭାବନା । ଉତ୍ତରପୂର୍ବ ତତସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏବେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୧୭ ଓ ୧୮ ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ଆଉ ଏକ ଲଘୁଚାପ । ୧୮ ବେଳକୁ ଲଘୁଚାପ ସମ୍ଭାବନା । ଉତ୍ତରପୂର୍ବ ତତସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏବେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ବାୟୁମଣ୍ଡଳର ୪.୫ କିମିରୁ ୭.୬ କିଲୋମିଟର ଉଚ୍ଚତାରେ ଘୂର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।

ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୧୭ ଓ ୧୮ ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.