କନ୍ଧମାଳ(କେନ୍ୟୁଜ୍): ଅସ୍ତ୍ର ଛାଡ଼ିଲେ ଆଉ ଜଣେ ମାଓବାଦୀ । କନ୍ଧମାଳ BGN ଡିଭିଜନ ମାଓବାଦୀ ରାହୁଲ ମୂଷାକିରଙ୍କ ଆତ୍ମସମର୍ପଣ । ସରକାରଙ୍କ ସରେଣ୍ଡର ପଲିସିରେ ଆକୃଷ୍ଟ ହୋଇ ଆତ୍ମସମର୍ପଣ କରିଛନ୍ତି ରାହୁଲ ମୁଷାକିର । ୨୦୧୫ରୁ ମାଓ ସଙ୍ଗଠନରେ ସାମିଲ ଥିଲେ ରାହୁଲ । ଆତ୍ମସମର୍ପଣ କରିବା ପରେ ରାହୁଲଙ୍କୁ ସରେଣ୍ଡର ପଲିସିର ସମସ୍ତ ସୁବିଧା ଯୋଗାଇ ଦିଆଯିବ ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…