ରାଜ୍ୟ

ବରଗଡ଼ରେ ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ, ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀଙ୍କ ସୂଚନା

ବରଗଡ଼ (କେନ୍ୟୁଜ): ବରଗଡ଼ରେ ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ। ବରଗଡ଼ରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି। ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଜଣେ ୪୮ ବର୍ଷୀୟ ବ୍ୟକ୍ତି। ବେସରକାରୀ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବରଗଡ଼ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି ।

ଅନ୍ୟପଟେ ସ୍କ୍ରବ ଟାଇଫସ ଅନୁଧ୍ୟାନ ପାଇଁ ବରଗଡ଼ ରେ କେନ୍ଦ୍ରିୟ ଟିମ୍ । ୪ ଜଣିଆ କେନ୍ଦ୍ରିୟ ଟିମ୍ ବରଗଡ଼ରେ ପହଞ୍ଚି ବିଭିନ୍ନ ଦିଗ ଉପରେ ଅନୁଧ୍ୟାନ କରୁଛନ୍ତି । ସ୍କ୍ରବ ଟାଇଫସର କାରଣ ଏବଂ ନିରାକରଣ ପାଇଁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ସହିତ ହେବ ଆଲୋଚନା ହୋଇଛି। ବରଗଡ଼ ଜିଲ୍ଲାରେ ଏପର୍ଯ୍ୟନ୍ତ ୧୦୯୫ ଜଣଙ୍କ ଟେଷ୍ଟ ହୋଇଥିବା ବେଳେ ୬୪ ଜଣ ପୋଜିଟିପ ଚିହ୍ନଟ ହୋଇଛନ୍ତି ।

 

Barsha

Recent Posts

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

1 min ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

13 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

20 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

24 mins ago

ସାପ ଧରିବାକୁ ଯାଇଥିଲେ, ହେଲେ ଜାରରେ ଭର୍ତ୍ତି କରିବା ସମୟରେ କାମୁଡିଦେଲା ହାତକୁ

ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…

25 mins ago

Airtel ୟୁଜର୍ସଙ୍କ ପାଇଁ ଖୁସି ଖବର, ୮୪ ଦିନ ଭାଲିଡିଟି ସହ ପ୍ରତିଦିନ ମିଳିବ ୩GB ଡାଟା

ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଏହାର ଉନ୍ନତ କନେକ୍ଟିଭିଟି ପାଇଁ ବେସ ଜଣାଶୁଣା । ଦେଶର ଦୂରବର୍ତ୍ତୀ…

1 hour ago