ଓଡ଼ିଶାରେ ପୁଣି ଜଣେ ରୁଷୀୟ ନାଗରିକଙ୍କ ମୃତ୍ୟୁ, ଜାହାଜରେ ଥିଲେ ଚିଫ ଇଞ୍ଜିନିୟର

ପାରାଦୀପ (କେନ୍ୟୁଜ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳ ମଧ୍ୟରେ ରୁଷିଆ ଚିପ଼୍ ଇଞ୍ଜିନିୟରଙ୍କର ମୃତ୍ୟୁ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମୃତ ଇଞ୍ଜିନିୟର ଅଲଦାନା ଭେସେଲରେ ପାରାଦୀପ୍ ଆସିଥିଲେ। ରୁଷିଆ ଇଞ୍ଜିନିୟର ହେଉଛନ୍ତି ମିଲ୍ ୟାକୁବ ସର୍ଜଇ। ବିଳମ୍ବିତ ରାତ୍ରୀରେ ମୃତ୍ୟୁ ହୋଇଥିବା ସୂଚନା । ଘଟଣା ସମ୍ପର୍କରେ ତଦନ୍ତ ହେବା ପୂର୍ବରୁ କିଛି କହିହେବ ନାହିଁ ବୋଲି କହିଛନ୍ତି ବନ୍ଦର ଅଧ୍ୟକ୍ଷ ପି ଏଲ୍ ହାରନାଦ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.