ରାଜ୍ୟରେ କରୋନାରୁ ଆଉ ଜଣେ ଆକ୍ରାନ୍ତ ସୁସ୍ଥ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଲା ସୂଚନା

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଉ ଜଣେ ଆକ୍ରାନ୍ତ ସୁସ୍ଥ । ଭୁବନେଶ୍ୱରର ଆଉ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନମୁନା ଟେଷ୍ଟିଂ ନେଗେଟିଭ୍‌ ପରେ ଡିସ୍‌ଚାର୍ଜ ହୋଇଛନ୍ତି। ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ମୋଟ୍‌ ୬୨ ଜଣ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.