ରାଜ୍ୟ

ଦିଲ୍ଲୀ ହାଇକୋର୍ଟରେ ବିଜେଡି ବିରୋଧୀ ମାମଲା ଅଗ୍ରାହ୍ୟ

ଦିଲ୍ଲୀ ହାଇକୋର୍ଟରେ ବିଜେଡି ବିରୋଧୀ ମାମଲା ଅଗ୍ରାହ୍ୟ । ବିଜେଡି ବିରୋଧରେ ମାମଲା ଗ୍ରହଣ କଲେନାହିଁ ଦିଲ୍ଲୀ ହାଇକୋର୍ଟ। ସରକାରୀ ଯୋଜନା ପ୍ରୋମୋରେ BJDର ଶଙ୍ଖ ଚିହ୍ନ ବ୍ୟବହାର ନେଇ ବିଜେଡି ବିରୋଧରେ ଅଭିଯୋଗ ହୋଇଥିଲା । ବିଜେପି ନେତା ଯତିନ ମହାନ୍ତିଙ୍କ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। ଆବେଦନକାରୀଙ୍କୁ ଓଡ଼ିଶା ହାଇକୋର୍ଟ ଯିବାକୁ କହିଛନ୍ତି କୋର୍ଟ ।

ଏଭଳି ଘଟଣା ସବୁ ରାଜ୍ୟରେ ଘଟୁଛି। ଏହା କୌଣସି ଗୋଟିଏ ରାଜ୍ୟ ପାଇଁ ନୂଆ ନୁହେଁ ବୋଲି କହିଛନ୍ତି ଦିଲ୍ଲୀ ହାଇକୋର୍ଟ। ଓଡିଶା ହାଇକୋର୍ଟରେ ନିଜ ଅଭିଯୋଗ କରିବାକୁ ଆବେଦନକାରୀଙ୍କୁ ପରାମର୍ଶ ଦେଇଛନ୍ତି କୋର୍ଟ। ଏହି ମାମଲାର ଶୁଣାଣି କରିବାକୁ ଓଡିଶା ହାଇକୋର୍ଟ ଉପଯୁକ୍ତ ସ୍ଥାନ ବୋଲି ଦିଲ୍ଲୀ ହାଇକୋର୍ଟଙ୍କ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ମନମୋହନ ଓ ଜଷ୍ଟିସ ମନମିତ ପ୍ରୀତମ ସିଂ କହିଛନ୍ତି।

Niharanjan

Recent Posts

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ୭ ଦିନ ଜାମିନ ଅବଧି ବୃଦ୍ଧି ଆବେଦନ ଖାରଜ

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । କେଜ୍ରିଓ୍ଵାଲ କରିଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବ…

10 mins ago

ମାଲକାନଗିରି: ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି (କେନ୍ୟୁଜ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ।…

12 mins ago

ଅଦ୍ୱିତୀୟ କାରିଗର ହରେକୃଷ୍ଣ ମହାରଣା, ଯାହାଙ୍କ ହାତର ସ୍ପର୍ଶରେ ମାଟି ମୂର୍ତ୍ତି ପାଉଛି ଜୀବନ୍ତ ରୂପ

ଆନନ୍ଦପୁର(କେନ୍ୟୁଜ୍): ମୂର୍ତ୍ତି ତିଆରିରେ ଲାଗିଛନ୍ତି କାରିଗର । ନିଜର ହାତର ସ୍ପର୍ଶରେ ମାଟିର ମୂର୍ତ୍ତିକୁ ଦେଉଛନ୍ତି ଜୀବନ୍ତ ରୂପ ।…

15 mins ago

କଣ ଭଲ ଫିଚର୍ସ ଜବରଦସ୍ତ ଲୁକ୍‌ ଥିବା ଫୋନ୍‌ କିଣିବାକୁ ଚାହୁଁଛନ୍ତି କି, ତାହେଲେ ଆସୁଛି OnePlus Ace 3 Pro

ଆସୁଛି ଓ୍ଵାନ୍‌ ପ୍ଲସର ଧମାକେଦାର ଫୋନ୍‌ । ଯଦି ଆପଣ ଓ୍ଵାନପ୍ଲସ୍‌ ଲଭର୍‌ ତାହେଲେ ଆପଣଙ୍କ ପାଇଁ ଖୁସି ଖବର…

22 mins ago

ଖୁବଶୀଘ୍ର ମାର୍କେଟକୁ ଆସିବ ମହିନ୍ଦ୍ରାର ଏହି ନୂଆ ଇଳେକ୍ଟ୍ରିକ୍‌ କାର, ମିଳିବ ବଢ଼ିଆ ଫିଚର

ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଭାରତୀୟ ବଜାରରେ ଏକ ନୂଆ ଇଲେକ୍ଟ୍ରିକ୍‌ କାର ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । ଏହି…

24 mins ago

ପୁଣି ଜଳିଲା ସାରା ଓଡ଼ିଶା, ଦିନ ୧୧ଟା ସୁଦ୍ଧା ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର (କେନ୍ୟୁଜ): ପୁଣି ଜଳିଲା ସାରା ଓଡ଼ିଶା ।  ଦିନ ୧୧ଟା ସୁଦ୍ଧା ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ…

38 mins ago