ରାଜ୍ୟ

କଟକ ପାରିବାରିକ ଅଦାଲତରେ ବର୍ଷାଙ୍କୁ ଆପତ୍ତିଜନକ ପ୍ରଶ୍ନ ପଚାରିଲେ ଅନୁଭବଙ୍କ ଓକିଲ

କଟକ (କେନ୍ୟୁଜ୍): କଟକ ପାରିବାରିକ ଅଦାଲତରେ ବର୍ଷାଙ୍କୁ ଆପତ୍ତିଜନକ ପ୍ରଶ୍ନ ପଚାରିଲେ ଅନୁଭବଙ୍କ ଓକିଲ । ଏଭଳି ପ୍ରଶ୍ନକୁ ବିରୋଧ କଲେ ବର୍ଷାଙ୍କ ଓକିଲ । ଏଭଳି ପ୍ରଶ୍ନ ନାରୀର ସମ୍ମାନରେ ଆଞ୍ଚ ଆଣୁଛି। ଅନୁଭବଙ୍କ ଓକିଲ ବର୍ଷାଙ୍କୁ ଇଂରାଜୀରେ ଉତ୍ତର ରଖିବାକୁ କହିଥିଲେ । ବର୍ଷା କିନ୍ତୁ ଓଡ଼ିଆରେ ଉତ୍ତର ରଖିବେ ବୋଲି କୋର୍ଟଙ୍କୁ ଜଣାଇଥିଲେ ।

ଆଜି ଜେରା ଅସମ୍ପୂର୍ଣ୍ଣ ଥିବାରୁ ଆସନ୍ତାକାଲି ପୁଣି ଜେରା ହେବ ବୋଲି ସୂଚନା ଦେଇଛନ୍ତି ବର୍ଷାଙ୍କ ଓକିଲ ସିଦ୍ଧାର୍ଥ ଦାସ । ସେପଟେ ଅନୁଭବଙ୍କ ଜେରା ବେଳେ ଏସବୁ ପ୍ରଶ୍ନ ପଚରାଯାଏ ବୋଲି କହିଛନ୍ତି ଅନୁଭବଙ୍କ ଓକିଲ ଗୀତା ଲୁଥ୍ରା।

Sonalisa

Recent Posts

ଆଜି ବିଶ୍ୱ ବାଇସାଇକେଲ ଦିବସ

ଭୁବନେଶ୍ୱର (କେନ୍ୟୁଜ): ଆଜି ବିଶ୍ୱ ବାଇସାଇକେଲ ଦିବସ । ଏହି ଅବସରରେ ଭୁବନେଶ୍ୱର ସାଇକେଲିଂ ଆଣ୍ଡ ଆଡଭେଞ୍ଚର କ୍ଳବର ସାଇକେଲ ଯାତ୍ରା…

43 seconds ago

ପୁଲୱାମାରେ ଏନକାଉଣ୍ଟର: ଘର ଭିତରେ ଲୁଚିଛନ୍ତି ୨ ଲସ୍କର କମାଣ୍ଡର

ଜମ୍ମୁ କାଶ୍ମୀର : ଜମ୍ମୁ କାଶ୍ମୀର ପୁଲୱାମାରେ ଏନକାଉଣ୍ଟର । ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳି ବିନିମୟ । ପୁଲୱାମା ନିହାମ ଅଞ୍ଚଳରେ…

21 mins ago

ଝିଅ ସହ Yachtରେ ନଜର ଆସିଲେ ପ୍ରିୟଙ୍କା ଚୋପ୍ରା, ଫ୍ୟାନ୍ସଙ୍କ ହୃଦୟ ଜିତିଲା ମାଳତୀଙ୍କ କ୍ୟୁଟନେସ୍

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ଯାତ୍ରା କରିଛନ୍ତି । ତେଣୁ ଆଜି ତାଙ୍କୁ ଏକ ଗ୍ଲୋବାଲ ଷ୍ଟାର…

32 mins ago

ଝାଡ଼ଖଣ୍ଡ ବିଧାନସଭା ନିକଟରେ ପହଞ୍ଚିଲା ଜଙ୍ଗଲି ହାତୀ, ରାତି ସାରା ପୋଲିସ ନାକେଦମ୍‌

ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ଶନିବାର ବିଳମ୍ବିତ ରାତିରେ ଏକ ଜଙ୍ଗଲି ହାତୀ ଆତଙ୍କ ଖେଳାଇଥିଲା । ରାଞ୍ଚି ଜନବସତି ଅଞ୍ଚଳକୁ…

59 mins ago

ସୂର୍ଯ୍ୟୋଦୟର ଏକ ଘଣ୍ଟା ପୂର୍ବରୁ ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ

ଆକାଶରେ ବିରଳ ମହାଜାଗତିକ ଘଟଣା । ଗୋଟିଏ ସରଳ ରେଖାରେ ସୌର ମଣ୍ଡଳର ୬ ଗ୍ରହ ।  ପରେଡ୍  କଲା…

59 mins ago

ମୁଖ୍ୟ ନିର୍ବାଚନ କିମଶନଙ୍କ ପ୍ରେସମିଟ୍‌, ୩୧ କୋଟିରୁ ଅଧିକ ମହିଳା ଭୋଟର ଦେଇଛନ୍ତି ଭୋଟ୍‌

ଲୋକସଭା ନିର୍ବାଚନ ଗଣତି ପୂର୍ବରୁ ନିର୍ବାଚନ ଆୟୋଗ ପ୍ରେସମିଟ୍‌ କରିଛନ୍ତି । ଚଳିତଥର ମତଦାନରେ ଭାରତ ଐତିହାସିକ ରେକର୍ଡ ହାସଲ…

1 hour ago