ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା: କଟକ ଏସଡ଼ିଜେଏମ କୋର୍ଟରେ ଶୁଣାଣି ଶେଷ

ବର୍ଷା ପ୍ରିୟଦର୍ଶିନୀଙ୍କ ପୋଲିସ ସୁରକ୍ଷା ପ୍ରତ୍ୟାହାର ସମ୍ପର୍କିତ ମାମଲାର ଶୁଣାଣି ହୋଇଛି । ବର୍ଷାଙ୍କ ପୋଲିସ ସୁରକ୍ଷା ପ୍ରତ୍ୟାହାର ପାଇଁ ଆବେଦନ କରିଥିଲେ ଅନୁଭବ ମହାନ୍ତି।

କଟକ (କେନ୍ୟୁଜ): ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲାରେ ଶୁଣାଣି ଶେଷ କଲେ କଟକ ଏସଡ଼ିଜେଏମ କୋର୍ଟ । ବର୍ଷାଙ୍କ ପୋଲିସ ସୁରକ୍ଷା ପ୍ରତ୍ୟାହାର ସମ୍ପର୍କିତ ମାମଲାର ଶୁଣାଣି ହୋଇଛି । ବର୍ଷାଙ୍କ ପୋଲିସ ସୁରକ୍ଷା ପ୍ରତ୍ୟାହାର ପାଇଁ ଆବେଦନ କରିଥିଲେ ଅନୁଭବ ମହାନ୍ତି। ଅନୁଭବଙ୍କ ଆବେଦନ ଉପରେ ସାକ୍ଷ୍ୟ ପ୍ରମାଣ ପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି କଟକ ଏସଡିଜେଏମ କୋର୍ଟ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.