ଭୁବନେଶ୍ବର: ପୁଣି ଜୋର ଧରିଲା ବର୍ଷା-ଅନୁଭବ ବିବାଦ। ଭିଡିଓ ଜାରି କରି ନିଜ କ୍ଷୋଭ ପ୍ରକାଶ କଲେ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି । ଫେସବୁକ୍ରେ ୬ ମିନିଟର ଭିଡିଓ ଜାରି କଲେ ଅନୁଭବ । ବର୍ଷାଙ୍କୁ ଟାର୍ଗେଟ୍ କରି କହିଛନ୍ତି ମୋ ସମର୍ଥକଙ୍କୁ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କଲେ ଚୁପ୍ ରହିବିନି ।
ଆଜି ପର୍ଯ୍ୟନ୍ତ ସେଚୁପ୍ ରହିଥିବାରୁ ଏହା ତାଙ୍କର ଦୁର୍ବଳତା ବୋଲି ଭାବି ନେଇଛନ୍ତି । ହେଲେ ଏବେ ତାଙ୍କ ପ୍ରଶଂସକଙ୍କ ପାଇଁ ଆଗରେ ଛିଡା ହେବେ ବୋଲି ଅନୁଭବ କହିଛନ୍ତି । ବର୍ଷାଙ୍କ ପ୍ରତି ଅନୁଭବ ଫ୍ୟାନ୍ କ୍ଲବ ଫେସବୁକ୍ ପେଜ୍ରେ ଖରାପ ମନ୍ତବ୍ୟ ଦେବାପରେ ଜାଗୃତି ଫେସ୍ବୁକ୍ରେ ବର୍ଷାଙ୍କୁ ଇଙ୍ଗିତ କରି ଅସନ୍ତୋଷ ପ୍ରକାଶ କରିଥିଲେ । ଅନୁଭବ ଏକ ଭିଡିଓ ପୋଷ୍ଟ କରି ପରୋକ୍ଷରେ ବର୍ଷାଙ୍କୁ ଟାର୍ଗେଟ କରିଛନ୍ତି । ଲଢିବାର ଅଛି ଯଦି ତାଙ୍କ ସହ ସିଧାସଳଖ ଲଢନ୍ତୁ ଫ୍ୟାନ୍ ମାନଙ୍କ ସହ ନୁହେଁ ବୋଲି ଅନୁଭବ କହିଛନ୍ତି ।
ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…
ଟି-୨୦ ବିଶ୍ୱକପ୍ ୨୦୨୪ରେ ଭାରତ ଏବଂ ପାକିସ୍ତାନ ଦଳ ମଧ୍ୟରେ ରବିବାର ଏକ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା । ଏହି…
ଚାନ୍ଦବାଲି (କେନ୍ୟୁଜ) : ପୁଅ ଭଲ ପାଠ ପଢ଼ୁଥିଲା । ପୁଅକୁ ନେଇ ମାଆ ବାପାଙ୍କର ଥିଲା ଅନେକ ଆଶା…
ନରସିଂହପୁର (କେନ୍ୟୁଜ୍): ବଡମ୍ବା ଥାନା ଅନ୍ତର୍ଗତ ଭଟ୍ଟାରିକା ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକକୁ ପିଟିଲା…
ସୋର (କେନ୍ୟୁଜ) : ସବୁଦିନ ପରି ଆଜି ବି ଗାଡି ଚଲାଇ ଯାଉଥିଲେ । କିନ୍ତୁ ଏଥର ଭାରି ହେଇଗଲା…
ଭୁବନେଶ୍ୱର(କେନ୍ୟୁଜ୍): ପଶ୍ଚିମ ଓଡ଼ିଶା ସମେତ ଏକାଧିକ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଏସଆରସିଙ୍କ ପକ୍ଷରୁ ଆଡଭାଇଜରୀ ଜାରି ହୋଇଛି…