ରାଜ୍ୟ

ଅପରାଜିତା ମହାନ୍ତି ବୋହୂ ତୃପ୍ତି ଶତପଥୀ ଖାରବେଳ ନଗର ଥାନାରେ ଦେଲେ ଏତଲା, ଥାନାରେ ଦୁଇଟି ମାମଲା ରୁଜୁ ହୋଇଛି

କେନ୍ୟୁଜ୍(ବ୍ୟୁରୋ): ଷ୍ଟାର କଳିରେ ନୂଆ ଟ୍ଵିଷ୍ଟ । ପ୍ରକୃତି ମିଶ୍ରଙ୍କ ବାପା ଓ ମାଆ ଥାନାରେ ବାବୁସାନଙ୍କ ଶ୍ୱଶୁରଙ୍କ ନାଁରେ ଏତଲା ଦେବା ପରେ ନୂଆ ଟ୍ଵିଷ୍ଟ ସାମନାକୁ ଆସିଛି । ଖାରବେଳନଗର ଥାନାରେ ବାବୁସାନଙ୍କ ମାଆ ତଥା ଅଭିନେତ୍ରୀ ଅପରାଜିତା ମହାନ୍ତିଙ୍କ ଉପସ୍ଥିତିରେ ଲିଖିତ ଏତଲା ଦେଇଛନ୍ତି ବୋହୂ ତୃପ୍ତି ଶତପଥୀ ।

ଖାରବେଳନଗର ଥାନାରେ ଦୁଇଟି ମାମଲା ରୁଜୁ ହୋଇଛି । ଜଣେ ମହିଳା ଅଫିସର ତୃପ୍ତିଙ୍କ ବୟାନ ରେକର୍ଡ କରିଛନ୍ତି । ଅଧିକ ଖୋଳତାଡ ଚଳାଇଛି ପୋଲିସ । ଆଜିର ଘଟଣା ପରେ ଅପରାହ୍ଣରେ ବୋହୂ ତୃପ୍ତିଙ୍କ ଘରେ ପହଞ୍ଚିଥିଲେ ଅପରାଜିତା ମହାନ୍ତି । ସେଠାରେ କିଛି ସମୟ ରହିବା ପରେ ବୋହୂଙ୍କୁ ଧରି ଥାନାରେ ପହଞ୍ଚିଥିଲେ ଅପରାଜିତା । ତାଙ୍କ ସହ ତୃପ୍ତିଙ୍କ ବାପା ଓ ମାଆ ବି ଥିଲେ ।

KNews Bureau

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

59 mins ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

1 hour ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

2 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

4 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

4 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

5 hours ago