Categories: ରାଜ୍ୟ

ଆସନ୍ତା ୨୭ରେ ବିଜେପିରେ ଯୋଗ ଦେବେ ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ ବିଜେପି ତରଫରୁ ଦିଆଯାଇଛି ସୂଚନା

ଭୁବନେଶ୍ବର(କେନ୍ୟୁଜ୍): ବିଜେପିରେ ଯୋଗଦେବେ ଆଇଏଏସ୍ ଅପରାଜିତା ଷଡ଼ଙ୍ଗୀ । ଆସନ୍ତା ୨୭ରେ ଦିଲ୍ଲୀରେ ବିଜେପିରେ ଯୋଗଦେବେ । ସେହିପରି ଆସନ୍ତା ୨୮ରେ ଓଡିଶା ଅପରାଜିତା ଆସିବେ । ଏ ନେଇ ରାଜ୍ୟ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି । ଗତ ସେପ୍ଟେମ୍ବରରେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବାକୁ ଓଡ଼ିଶା ସରକାରଙ୍କ ନିକଟରେ ଆବେଦନ କରିଥିଲେ ୧୯୯୪ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଅପରାଜିତା ଷଡ଼ଙ୍ଗୀ । ଏହାକୁ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ଅନୁମୋଦନ କରି କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ ।

ଗତ ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରାଜିତାଙ୍କ ଭିଆର୍‌ଏସ୍‌ ସୁପାରିସରେ ମୋହର ମାରିଥିଲେ । ସେହିପରି ଭୁବନେଶ୍ୱର ନୟାପଲ୍ଲୀ ଏନ-୩ /୭୭ରେ ତାଙ୍କର କାର୍ଯ୍ଯାଳୟ ବି ଖୋଲିବା ପରେ ରାଜନୀତିରେ ଯୋଗଦାନ ନେଇ ଚର୍ଚ୍ଚା ଯୋର ଧରିଥିଲା ।

KNews Bureau

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

9 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

15 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

29 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago