ଭୁବନେଶ୍ବର: ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ନାମଲେଖା ପାଇଁ ଆଜିଠାରୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଆଜି ଦିନ ୧୧ଟାରୁ ଛାତ୍ରଛାତ୍ରୀମାନେ www.samsodisha.gov.in ରେ କମନ ଆପ୍ଲିକେଶନ ଫର୍ମ ଜରିଆରେ ଅନ୍ଲାଇନ୍ ଆବେଦନ କରିପାରିବେ।
ତେବେ ଏଥର ଅନ୍ଲାଇନ୍ ଆବେଦନ କରିବା ପରେ ଆଉ ଛାତ୍ରଛାତ୍ରୀଙ୍କୁ ଫର୍ମର ହାର୍ଡକପି ଦାଖଲ କରିବାକୁ ପଡ଼ିବ ନାହିଁ। ସେପ୍ଟେମ୍ବର ୪ ତାରିଖ ଆବେଦନର ଶେଷ ତାରିଖ ରହିଥିବା ବେଳେ ସେପ୍ଟେମ୍ବର ୯ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ସେପ୍ଟେମ୍ବର ୧୧ରୁ ୧୮ ମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ଅନୁଷ୍ଟିତ ହେବ।
ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା । ବାଚ୍ନିକ ଭୋଟରେ ନିର୍ବାଚିତ ହେଲେ ଓମ୍ ବିର୍ଲା…
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…