ରାଜ୍ୟ

ଆଜିଠୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଆଜିଠୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ । ସାମସ୍‌ ପୋର୍ଟାଲରେ ଅନ୍‌ ଲାଇନ୍‌ରେ ଆବେଦନ । samsodisha.gov.inରେ ହେବ ଆବେଦନ। ଜୁନ୍‌ ୨୦ ଯାଏଁ ଚାଲିବ ଆବେଦନ । ଜୁନ୍‌ ୨୮ରେ ପ୍ରକାଶ ପାଇବ ପ୍ରଥମ କଟ ଅଫ ତାଲିକା ।

ଜୁନ ୨୯ରୁ ୫ ଜୁଲାଇ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ । ଜୁଲାଇ ୧୪ରୁ ୧୭ ଯାଏ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ। ଜୁଲାଇ ୧୯ ତାରିଖରେ ସ୍ପଟ ଆଡମିଶନ ପାଇଁ ତାଲିକା ପ୍ରକାଶ ପାଇବ। ୧୯ରୁ ୨୧ ତାରିଖ ଣନଲାଇନରେ ହେବ ଚଏସ ଲକିଂ। ଜୁଲାଇ ୨୯ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ।

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

1 hour ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago