Below header

ବିଜେଡି ଛାଡିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ମୁଖ୍ୟମନ୍ତ୍ରୀଙ୍କୁ ପଠାଇଲେ ଇସ୍ତଫାପତ୍ର

ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି । ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋଙ୍କ ନିକଟକୁ ପଠାଇଛନ୍ତି । ଆସନ୍ତାକାଲି ଅରବିନ୍ଦ ଢାଲି ବିଜେପିରେ ମିଶିବା ନେଇ ସୂଚନା ଦେଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି । ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋଙ୍କ ନିକଟକୁ ପଠାଇଛନ୍ତି । ଆସନ୍ତାକାଲି ଅରବିନ୍ଦ ଢାଲି ବିଜେପିରେ ମିଶିବା ନେଇ ସୂଚନା ଦେଇଛନ୍ତି । ୫ଥର ବିଧାୟକ ହୋଇଛନ୍ତି ଅରବିନ୍ଦ ଢାଲି । ସେ ଭାରତୀୟ ଜନତା ପାର୍ଟିରୁ ୩ଥ ର ଓ ବିଜେଡିରୁ ୨ ଥର ବିଧାୟକ ହୋଇଥିଲେ । ୨୦୧୯ରୁ ଜୟଦେବ ଆସନରୁ ବିଧାୟକ ଅଛନ୍ତି । ପୂର୍ବରୁ ସେ ସମବାୟ, ହସ୍ତତନ୍ତ ଓ ବୟନ ଶିଳ୍ପ ଓ ପରିବହନ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.