ରାଜ୍ୟ

ଭୁବନେଶ୍ୱର ସିବିଆଇ-୧ କୋର୍ଟରେ ହାଜର ହେଲେ ଅର୍ଚ୍ଚନା ଓ ଜଗବନ୍ଧୁ

ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ୱର ସିବିଆଇ-୧ କୋର୍ଟରେ ହାଜର ହେଲେ ଅର୍ଚ୍ଚନା ଓ ଜଗବନ୍ଧୁ । ଇଡି ଓ ଖଣ୍ଡଗିରି ଥାନା ମାମଲାରେ ସେମାନେ ହାଜର ହୋଇଛନ୍ତି । ଶ୍ରଦ୍ଧାଞ୍ଜଳି କାହିଁକି ହାଜର ହେଉନାହାନ୍ତି ବୋଲି କୋର୍ଟରେ ପ୍ରଶ୍ନ ଉଠାଇଛନ୍ତି ଅର୍ଚ୍ଚନା । ତାଙ୍କ ପାଇଁ କଣ ଆଇନ ଅଲଗା ବୋଲି କହିଲେ ଅର୍ଚନା । ଅର୍ଚ୍ଚନା ନାଗ୍‌, ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ ଓ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ନାଁରେ ବ୍ଲାକମେଲିଂ, ହନିଟ୍ରାପ ନେଇ ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ ଶ୍ରଦ୍ଧାଞ୍ଜଳି ବେହେରା ।

ଏହାପରେ ଅକ୍ଟୋବର ୭ରେ ଅର୍ଚ୍ଚନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୋଲିସ । ପରେ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଛନ୍ତି ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱର । ଆଜି ପ୍ରଥମେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ଭୁବନେଶ୍ୱର କୋର୍ଟରେ ହାଜର କରାଯାଇଥିଲା । ଏହାପରେ ସେମାନଙ୍କୁ ସିବିଆଇ କୋର୍ଟରେ ହାଜର କରିଛି ପୋଲିସ ।..

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago