ରାଜ୍ୟ

ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲା: ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କେନ୍ୟୁଜ(ବ୍ୟୁରୋ): ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କ ମାମଲାର ହେବ ପୁନଃ ଶୁଣାଣି। ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଇଡି ମାମଲାରେ ବ୍ୟକ୍ତିଗତ ହାଜର ନ ହେବାକୁ କରିଥିଲେ ଆବେଦନ। ଏଭଳି ଆବେଦନକୁ ସ୍ୱତନ୍ତ୍ର ଇଡି କୋର୍ଟ ଖାରଜ କରିଥିଲେ। ଏହାକୁ ହାଇକୋର୍ଟରେ ଚାଲେଞ୍ଜ କରିଥିଲେ ଶ୍ରଦ୍ଧାଞ୍ଜଳି। ଗିରଫଦାରୀ ଭୟରେ ହାଜର ହେଉନାହାନ୍ତି ଶ୍ରଦ୍ଧାଞ୍ଜଳି ବେହେରା।

ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ। ଦୁଇ ସପ୍ତାହ ମଧ୍ୟରେ ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ସ୍ୱତନ୍ତ୍ର ଇଡି କୋର୍ଟରେ ପୁନଶ୍ଚ ଶୁଣାଣି କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅର୍ଚ୍ଚନା ନାଗ ହନି ଟ୍ରାପ୍‌ ମାମଲାରେ ଇଡି ଚାର୍ଜସିଟ୍‌ରେ ଶ୍ରଦ୍ଧାଞ୍ଜଳିଙ୍କୁ ଚତୁର୍ଥ ଅଭିଯୁକ୍ତ ଦର୍ଶାଯାଇଛି ।

KNews Bureau

Recent Posts

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

55 seconds ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

9 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

27 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

29 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago