ରାଜ୍ୟ

ଅର୍ଚ୍ଚନା ନାଗଙ୍କୁ ମିଳିଛି ହତ୍ୟା ଧମକ: କହିଲେ- ମୁଁ ସତ୍ ରେ ଅଛି, ଡରିବା ଅପେକ୍ଷା ମରିବାକୁ ପସନ୍ଦ କରେ

ଭୁବନେଶ୍ୱର (କେନ୍ୟୁଜ): ଜେଲରୁ ଫେରିବା ପରେ ଅସୁରକ୍ଷିତ ଥିବା କହିଲେ ଅର୍ଚ୍ଚନା ନାଗ। ଆଇନ ପରୀକ୍ଷା ଦେବାକୁ ଆସିବା ବେଳେ ତାଙ୍କୁ ଦୁଇ ଜଣ ଲୋକ ପିଛା କରିଥିବା କହିଛନ୍ତି ଅର୍ଚ୍ଚନା । ସେମାନେ ତାଙ୍କୁ ଧମକ ଦେଇଥିବା ଅଭିଯୋଗ କରିଛନ୍ତି ଅର୍ଚ୍ଚନା। ମୋ ନାମରେ ଫଲ୍ସ କେସ ସହିତ ଜୀବନରେ ମାରି ଦେବାକୁ ଧମକ ଦେଇଛନ୍ତି ଅଜଣା ଯୁବକ। ପରିବାର ଉଡ଼ାଇ ଦେବା ପାଇଁ ଧମକ ଦେଲେ ।

ଯେଉଁମାନେ ଏଭଳି କରୁଛନ୍ତି ସେମାନଙ୍କର ସତ୍ ସାହାସ ଥିଲେ ସାମ୍ନାକୁ ଆସନ୍ତୁ। ମୁଁ ସତ୍ ରେ ଅଛି ଡ଼ରିନି। ଡରିବା ଅପେକ୍ଷା ମରିବାକୁ ଅଧିକ ପସନ୍ଦ କରିବି। ସବୁ ପ୍ରମାଣ ମୋ ପାଖରେ ଅଛି। ସମୟ ଆସିଲେ ସତ ସାମ୍ନାକୁ ଆସିବ। ଏନେଇ କୋର୍ଟଙ୍କୁ ଅବଗତ କରାଇବେ ବୋଲି କହିଛନ୍ତି ଅର୍ଚ୍ଚନା। ଧମକ ଦେଉଥିବା ବ୍ୟକ୍ତି କିଏ ସେ ଜାଣିନାହାନ୍ତି ବୋଲି କହିଛନ୍ତି ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago