କେନ୍ୟୁଜ୍(ବ୍ୟୁରୋ): CFSLକୁ ଗଲା ଅର୍ଚ୍ଚନା ନାଗଙ୍କ ମୋବାଇଲ ଫୋନ୍ । ସେଣ୍ଟ୍ରାଲ ଫୋରେନସିକ ଲ୍ୟାବକୁ ଗଲା ଅର୍ଚ୍ଚନା ନାଗଙ୍କ ମୋବାଇଲ ଫୋନ୍ । ଅର୍ଚ୍ଚନା ଓ ସ୍ୱାମୀ ଜଗବନ୍ଧୁଙ୍କ ୩ଟି ଫୋନକୁ CFSLକୁ ପଠାଗଲା । ଅର୍ଚ୍ଚନାଙ୍କ ଓପୋ ଓ ସାମସଙ୍ଗ ଫୋଲଡେଡ଼ ମୋବାଇଲ ଓ ଜଗବନ୍ଧୁ ଙ୍କ ଆପଲ ଇ ଫୋନ୍କୁ CFSL କୋଲକାତା ପଠାଯାଇଛି । ପୂର୍ବରୁ ଏହି ସବୁ ମୋବାଇଲ ଫୋନକୁ ରାଜ୍ୟ ଫୋରେନସିକ୍କୁ କମିଶନରେଟ ପୋଲିସ ପଠାଇଥିଲା ।
ହେଲେ SFSL ଏଥିରୁ ତଥ୍ୟ ବାହାର କରିନଥିଲେ । ED ଏହାକୁ CFSL କୋଲକତାକୁ ପଠାଇବାକୁ କୋର୍ଟଙ୍କୁ ଅନୁରୋଧ କରିଥିଲା । କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଖଣ୍ଡଗିରି ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ ଦୟାନିଧି ଏହାକୁ CFSL ପଠାଇଛନ୍ତି । ଏହି ୩ଟି ମୋବାଇଲରୁ ବ୍ଲାକମେଲ ଓ ହନି ଟ୍ରାପର ଗୁମର ଖୋଲିବ ବୋଲି ଆଶା ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । .
ନୂଆଦିଲ୍ଲୀ: ସଂସଦ ଇତିହାସରେ ପ୍ରଥମ । ଲୋକସଭା ବାଚସ୍ପତି ପାଇଁ ପ୍ରଥମ ଥର ହେବ ନିର୍ବାଚନ। ସ୍ପିକର ପଦ ପାଇଁ…
ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…
ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…
ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…
ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…
ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…