ଅରୁଗୁଳ IITରୁ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ୟୁଜ୍(ବ୍ୟୁରୋ):  ଅରୁଗୁଳ IITରୁ ଆଉ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପ୍ରଥମେ ୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ପରେ ୪୫ ଜଣଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଥିଲା ।

ଆଜି ଆଉ ୨ ଜଣ ପଜିଟିଭ୍‌ ଚିହ୍ନଟ ପରେ ଏହାକୁ ମିଶାଇ ଅରୁଗୁଳ ଆଇଆଇଟିରୁ ମୋଟ୍‌ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ସନତ ମହାନ୍ତି । ସମସ୍ତ ଆକ୍ରାନ୍ତଙ୍କୁ ଆଇସୋଲେସନ୍‌ରେ ରଖାଯାଇଛି ।.

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.