ପୁରୀ(କେନ୍ଯୁଜ୍): ବାଲୁକା କଳାରେ ଭାରତୀୟ ମହିଳା ହକି ଟିମ୍କୁ ଶୁଭେଚ୍ଛା । ସେମି ଫାଇନାଲ ମୁକାବିଲାରେ ଶକ୍ତିଶାଳୀ ଆର୍ଜେଣ୍ଟିନାକୁ ଭେଟିବ ଟିମ୍ ଇଣ୍ଡିଆ। ମ୍ୟାଚ୍ରେ ଦଳର ସଫଳତା କାମନା କରି ପୁରୀ ବେଳାଭୂମିରେ ବଲୁକାକଳାରେ ଶୁଭେଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ।
୧୫ଫୁଟ ଲମ୍ବର ହକି ଷ୍ଟିକ୍ ଓ ଏକ ମିନି ଷ୍ଟାଡିୟମ୍ର ପ୍ରତିକୃତି ନିର୍ମାଣ କରିଛନ୍ତି ସୁଦର୍ଶନ।
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…