ରାଜ୍ୟ

ବିଜେଡିର ରୋଡ଼ ସୋ ବେଳେ ଅସୁସ୍ଥ ହେଲେ ଅରୂପ ପଟ୍ଟନାୟକ

ପିପିଲି : ପିପିଲିରେ ବିଜେଡିର ରୋଡ଼ସୋ ବେଳେ ପୁରୀ ଲୋକସଭାର ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକ ଅସୁସ୍ଥ  l ପିପିଲି ହାଟ ଛକରେ ପ୍ରଚାର ଗାଡିରେ ଠିଆ ହୋଇ ପ୍ରଚାର କରୁଥିବା ବେଳେ ହଠାତ ଅସୁସ୍ଥ ହୋଇଥିଲେ ଅରୂପ  l ଉପସ୍ଥିତ ଥିବା କର୍ମୀମାନେ ସଙ୍ଗେ ସଙ୍ଗେ ତାଙ୍କୁ ପାଣି ଛିଞ୍ଚି ଉଠାଇ ଥିଲେ  l ପରେ ଅରୂପଙ୍କୁ ପିପିଲି ହସ୍ପିଟାଲକୁ ନିଆଯାଇଥିଲା l ତାଙ୍କ ବିପି ଲୋ ଥିବା ଡାକ୍ତର କହିଛନ୍ତି । ପରେ ଭୁବନେଶ୍ୱର ଏକ ଘରୋଇ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି ଅରୂପ ।

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

40 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago