ଟ୍ରକ୍ ଧକ୍କାରେ ଆଶାକର୍ମୀଙ୍କ ମୃତ୍ୟୁ ପରେ ଉତ୍ତେଜନା, ଜାତୀୟ ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଟ୍ରକ୍ ଧକ୍କାରେ ଆଶାକର୍ମୀଙ୍କ ମୃତ୍ୟୁ ପରେ ଉତ୍ତେଜନା । ଯେଉଁଠି ଟ୍ରାଫିକ ସେଇଠି ଦୁର୍ଘଟଣା ଘଟିଛି। ଅନୁଗୋଳ ଥାନା ଛକରେ ଟ୍ରାଫିକ ଥାଇ ମଧ୍ୟ ଦୁର୍ଘଟଣାରେ ଜଣେ ଆଶା ଦିଦିଙ୍କ ମୃତ୍ୟୁ ହୋଇଛି ।

ଅନୁଗୁଳ (କେନ୍ୟୁଜ): ଅନୁଗୁଳରେ ଦୁର୍ଘଟଣା ପରେ ଉତ୍ତେଜନା । ଟ୍ରକ୍ ଧକ୍କାରେ ଆଶାକର୍ମୀଙ୍କ ମୃତ୍ୟୁ ପରେ ଉତ୍ତେଜନା । ଯେଉଁଠି ଟ୍ରାଫିକ ସେଇଠି ଦୁର୍ଘଟଣା ଘଟିଛି। ଅନୁଗୋଳ ଥାନା ଛକରେ ଟ୍ରାଫିକ ଥାଇ ମଧ୍ୟ ଦୁର୍ଘଟଣାରେ ଜଣେ ଆଶା ଦିଦିଙ୍କ ମୃତ୍ୟୁ ହୋଇଛି । ରାସ୍ତା ପାର ହେଉଥିବା ବେଳେ ଆଶାଦିଦିଙ୍କ ଉପରେ ଚଢ଼ିଗଲା ଟ୍ରକ । ଘଟଣା ସ୍ଥଳରେ ଆଶା ଦିଦିଙ୍କ ମୃତ୍ୟୁ ଘଟିଥିଲା । ଏହାକୁ କେନ୍ଦ୍ର କରି ଘଟଣା ସ୍ଥଳରେ ଉତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକେ ଜାତୀୟ ରାଜପଥ ଅବରୋଧ କରି ଧାରଣା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.