ରାଜ୍ୟ

ଶ୍ରୀମନ୍ଦିରରେ ଅଶୋକାଷ୍ଟମୀ ନୀତି ପାଳିତ

ପୁରୀ : ଶ୍ରୀମନ୍ଦିରରେ ଅଶୋକାଷ୍ଟମୀ । ଶ୍ରୀମନ୍ଦିରରେ ଶ୍ରୀଲୋକନାଥଙ୍କ ଅଶୋକାଷ୍ଟମୀ ନୀତି ପାଳିତ ହୋଇଛି । ଶ୍ରୀଲୋକନାଥ ହେଉଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ। ମହାପ୍ରଭୁଙ୍କ ଭଣ୍ଡାର ଗୃହରେ ଲୋକନାଥଙ୍କ ଚଳନ୍ତି ପ୍ରତିମା ପୂଜା ପାଇଥାନ୍ତି। ମହାପ୍ରଭୁଙ୍କ ସକାଳ ଧୂପ ପରେ ଭଣ୍ଡାର ଘରୁ ଲୋକନାଥ ଦେବଙ୍କୁ ମହାଜନ ସେବକ ହାତରେ ଝୁଲଣ ମଣ୍ଡପ ତଳେ ଥିବା ପାଲିଙ୍କିରେ ବିଜେ କରାଯାଇଥିଲା ।

ପରେ ଲୋକନାଥଙ୍କୁ ପାଲିଙ୍କିରେ ଈଶାନେଶ୍ୱରଙ୍କ ମନ୍ଦିରକୁ ନିଆଯାଇଥିଲା । ସେଠାରେ ସମସ୍ତ ନୀତିକାନ୍ତି ଶେଷ କରାଯାଇ ଲୋକନାଥ ଦେବ ପାଲିଙ୍କିରେ ଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିଥିଲେ। ସେଠାରେ ଲୋକନାଥଙ୍କ ଭୋଗ, ବନ୍ଦାପନା, ଅଶୋକକଳିକା ମଣୋହି ଆଦି ନୀତି କରାଯାଇଛି।

Niharanjan

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

27 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

29 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

32 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

39 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

53 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago