କଟକ(କେନ୍ୟୁଜ୍): ଓସିଏ ନିର୍ବାଚନରେ ବାଜି ମାରିନେଲେ ସଞ୍ଜୟ ବେହେରା। ସମ୍ପାଦକ ଭାବେ ସଞ୍ଜୟ ବେହେରା ବିଜୟୀ। ୪୫ଟି ଭୋଟ୍ ପାଇଛନ୍ତି ସଞ୍ଜୟ ବେହେରା । ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ପୁଅ ସଞ୍ଜୟ । କୋଷାଧ୍ୟକ୍ଷ ଭାବେ ବିକାଶ ପ୍ରଧାନ ବିଜୟୀ ହୋଇଥିବା ବେଳେ, ଯୁଗ୍ମ ସମ୍ପାଦକ ଭାବେ ମେହତାବ ଖାନ ବିଜୟୀ ହୋଇଛନ୍ତି। ଉପସଭାପତି ଭାବେ ଅକ୍ଷୟ କୁମାର ସାମନ୍ତ ବିଜୟୀ ହୋଇଛନ୍ତି। ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ବିଜୟୀ ହୋଇଛନ୍ତି। ୩୮ଟି ଭୋଟ୍ ପାଇଛନ୍ତି ପଙ୍କଜ ମହାନ୍ତି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…