କଟକ ଭିଜିଲାନ୍ସ ଜାଲରେ ASI, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢ଼ାଉ

ଭିଜିଲାନ୍ସ ଜାଲରେ ASI । କଟକ ଭିଜିଲାନ୍ସ ଜାଲରେ ଅବକାରୀ ବିଭାଗ ASI ସୁଦୀପ୍ତ ଦାଶ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସର୍କଲ ଅବକାରୀ ASI ସୁଦୀପ୍ତ ଦାଶ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଇଛି । ନୟାଗଡ଼ ଓ ବାଲୁଗାଁର ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚାଲିଛି।

କଟକ (କେନ୍ୟୁଜ): ଭିଜିଲାନ୍ସ ଜାଲରେ ASI । କଟକ ଭିଜିଲାନ୍ସ ଜାଲରେ ଅବକାରୀ ବିଭାଗ ASI ସୁଦୀପ୍ତ ଦାଶ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସର୍କଲ ଅବକାରୀ ASI ସୁଦୀପ୍ତ ଦାଶ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଇଛି । ନୟାଗଡ଼ ଓ ବାଲୁଗାଁର ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚାଲିଛି।

ବାଲୁଗାଁ ସର୍କଲ ଅବକାରୀ ଅଫିସ, ନୟାଗଡ଼ର ଆବାସିକ ଘର ଏବଂ ଏକ ଭଡ଼ା ଘରେ ମଧ୍ୟ ଚଢାଉ ଜାରି ରହିଛି। ଚଢ଼ାଉରେ ୪ଜଣ DSP, ୬ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.