ପୁରୀ ଶ୍ରୀମନ୍ଦିର ଜଗମୋହନ ମରାମତି କାମ ସମ୍ପୂର୍ଣ୍ଣ, ହାଇକୋର୍ଟଙ୍କୁ ଅବଗତ କଲା ଏଏସଆଇ

ପୁରୀ ଶ୍ରୀମନ୍ଦିର ଜଗମୋହନ ମରାମତି କାମ ସମ୍ପୂର୍ଣ୍ଣ । ହାଇକୋର୍ଟଙ୍କୁ ଅବଗତ କଲା ଏଏସଆଇ । ନାଟମଣ୍ଡପ ମରାମତି କାମ ସାରିଥିବା ନେଇ କୋର୍ଟଙ୍କୁ ଅବଗତ କଲା ଏଏସଆଇ । ରତ୍ନଭଣ୍ଡାର ଖୋଲିବା ନେଇ ସତ୍ୟପାଠ ଦାଖଲ କରିଛି ଶ୍ରୀମନ୍ଦିର ପ୍ରଶାସନ ।

ପୁରୀ(କେନ୍ୟୁଜ୍): ପୁରୀ ଶ୍ରୀମନ୍ଦିର ଜଗମୋହନ ମରାମତି କାମ ସମ୍ପୂର୍ଣ୍ଣ । ହାଇକୋର୍ଟଙ୍କୁ ଅବଗତ କଲା ଏଏସଆଇ । ନାଟମଣ୍ଡପ ମରାମତି କାମ ସାରିଥିବା ନେଇ କୋର୍ଟଙ୍କୁ ଅବଗତ କଲା ଏଏସଆଇ । ରତ୍ନଭଣ୍ଡାର ଖୋଲିବା ନେଇ ସତ୍ୟପାଠ ଦାଖଲ କରିଛି ଶ୍ରୀମନ୍ଦିର ପ୍ରଶାସନ ।

ରତ୍ନ ଭଣ୍ଡାର ଖୋଲାଯିବ କି ନାହିଁ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ । ୨୦୨୨ ଡିସେମ୍ବର ୨୩ରେ ଏହି ସତ୍ୟପାଠ ଦାଖଲ କରିଛି ମନ୍ଦିର ପ୍ରଶାସନ । ଆବେଦନକାରୀଙ୍କୁ କପି ଦେବାକୁ ନିର୍ଦ୍ଦେଶ । ପ୍ରତି ଜବାବ ଦାଖଲ ପାଇଁ ଆବେଦନକାରୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅଗଷ୍ଟ ୧ ରେ ପରବର୍ତ୍ତୀ ଶୁଣାଣି ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.