ଶ୍ରୀମନ୍ଦିର ମରାମତି ମାମଲା, ଏଏସଆଇର ସତ୍ୟପାଠକୁ ଅଗ୍ରାହ୍ୟ କଲେ ହାଇକୋର୍ଟ

ହାଇକୋର୍ଟରେ ଶ୍ରୀମନ୍ଦିର ମରାମତି ମାମଲା । ଜଗମୋହନ ମରାମତି ନେଇ ଏଏସଆଇ ଦ୍ଵାରା ଦାଖଲ ସତ୍ୟପାଠରେ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ। ପୂର୍ବରୁ ଦାଖଲ କରିଥିବା ସତ୍ୟପାଠରେ ମରାମତି କାମର ଅଗ୍ରଗତି ନେଇ ରିପୋର୍ଟ ରହିଥିଲା ।

କଟକ (କେନ୍ୟୁଜ): ହାଇକୋର୍ଟରେ ଶ୍ରୀମନ୍ଦିର ମରାମତି ମାମଲା । ଜଗମୋହନ ମରାମତି ନେଇ ଏଏସଆଇ ଦ୍ଵାରା ଦାଖଲ ସତ୍ୟପାଠରେ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ। ପୂର୍ବରୁ ଦାଖଲ କରିଥିବା ସତ୍ୟପାଠରେ ମରାମତି କାମର ଅଗ୍ରଗତି ନେଇ ରିପୋର୍ଟ ରହିଥିଲା ।

ତେଣୁ ଏହାକୁ ପ୍ରତ୍ୟାହାର କରିଛି ଏଏସଆଇ । ଆସନ୍ତା ୧୫ ତାରିଖରେ ପୁଣିଥରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ୨୦୧୭ ରୁ ଏ ପର୍ଯ୍ୟନ୍ତ ହୋଇଥିବା ସମସ୍ତ କାର୍ଯ୍ୟର ବିବରଣୀ ମାଗିଲେ ହାଇକୋର୍ଟ। ପୁଣିଥରେ ମରାମତି କାମର ଅଗ୍ରଗତିକୁ ନେଇ ସତ୍ୟପାଠ ଦାଖଲ କରିବ ଏଏସଆଇ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.