ରାଜ୍ୟ

ଭୁବନେଶ୍ୱର କ୍ଲବର ନୂଆ ମୁଖିଆ ହେଲେ ଅସିତ ତ୍ରିପାଠୀ,୨୭୮ ଭୋଟରେ ବିଜୟ ପଟ୍ଟନାୟକଙ୍କ ଠାରୁ ଜିତିଲେ

କେନ୍ୟୁଜ୍(ବ୍ୟୁରୋ):  ଭୁବନେଶ୍ୱର କ୍ଲବ ସଭାପତି ହେଲେ ଅସିତ ତ୍ରିପାଠୀ । ନୂଆ ମୁଖିଆ ଭାବେ ନିର୍ବାଚିତ ହୋଇଛନ୍ତି । ୨୭୮ ଭୋଟରେ ବିଜୟ ପଟ୍ଟନାୟକଙ୍କ ଠାରୁ ଜିତିଛନ୍ତି ଅସିତ ତ୍ରିପାଠୀ । ବିଜୟ ପଟ୍ଟନାୟକଙ୍କୁ ମିଳିଛି ୪୯୮ ଭୋଟ । ବର୍ତ୍ତମାନ ଅସିତ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ସହ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅଛନ୍ତି।

୨୦୧୩ରେ ଶେଷ ଥର ପାଇଁ ଭୁବନେଶ୍ଵର କ୍ଲବରେ ନିର୍ବାଚନ ହୋଇଥିଲା। ଏହାପରଠାରୁ କ୍ଲବ ସଭାପତି ଓ ଅନ୍ୟ କର୍ମକର୍ତ୍ତା ପଦ ପାଇଁ ସିଲେକ୍ସନ ହେଉଥିଲା। ୧୯୫୦ରେ ପ୍ରଥମ ସଭାପତି ହୋଇଥିଲେ ଖଲ୍ଲିକୋଟ ରାଜା। ସେହିଦିନଠାରୁ ୧୯୬୪ ପର୍ଯ୍ୟନ୍ତ ବିଭିନ୍ନ ରାଜ ପରିବାରର ମୁଖ୍ୟ କିମ୍ବା ମୁଖ୍ୟମନ୍ତ୍ରୀ କ୍ଲବର ସଭାପତି ପଦରେ ରହି ଆସୁଥିଲେ। ୧୯୬୪ରେ ଶେଷ ଥର ପାଇଁ ବିଜୁ ପଟ୍ଟନାୟକ ସଭାପତି ରହିବା ପରେ କ୍ଲବର ମଙ୍ଗ ଜଣେ ଜଣେ ଆଇଏଏସ୍‌ ଅଧିକାରୀଙ୍କ ହାତରେ ରହି ଆସୁଛି।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି କୌଣସି ପ୍ରକାରର ନୂଆ ଯୋଜନା କରିବେ ଏବଂ ସେଥିରେ ସଫଳ ହେବେ

ମେଷ: ଆପଣଙ୍କର କିଛି ନୂଆ କାମରେ ରୁଚି ବଢିବ । ଆଥିକ ସ୍ଥିତି ପୂର୍ବ ଅପେକ୍ଷା ସୁଦୃଢ ହେବ ।…

4 hours ago

୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି

ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…

6 hours ago

ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ : ଭାରତରେ ଏକ ନମ୍ବର ଓ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…

6 hours ago

ବଜ୍ରାପାତରେ ଜଣେ ମୃତ, ମା’ କିଚକେଶ୍ୱରୀ ଦେବୀ ମନ୍ଦିର କଳସ ଭାଙ୍ଗିଲା

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…

8 hours ago

ଆଖି ପିଛୁଳାକେ ଚାଲି ଯାଇଥାନ୍ତା ଜୀବନ, ରେଳ ଯାତ୍ରୀଙ୍କୁ ବଞ୍ଚାଇ ଦେଲେ ସୁରକ୍ଷା କର୍ମୀ

କଟକ (କେନ୍ୟୁଜ୍‌) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍‌ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…

8 hours ago

ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଏମିତି ଆସିଥିଲେ କିଛି ନିଆରା ବ୍ୟକ୍ତି

ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…

9 hours ago