Categories: ରାଜ୍ୟ

ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଜୁନ୍ ୨୫ରୁ

ଭୁବନେଶ୍ବର(କେନ୍ୟୁଜ୍) : ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଜୁନ ୨୫ରୁ ଆରମ୍ଭ ହେବ। ଜୁନ୍‌ ୨୮ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ। ବଜେଟ୍‌ ନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଲୋଡାଯାଇଛି ଜନସାଧାରଣଙ୍କ ମତାମତ। ୩/୪ଦିନ ମଧ୍ୟରେ ଅର୍ଥନୀତି ବିଶେଷଜ୍ଞଙ୍କ ସହ ବୈଠକ ବସିବ। ଏନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସୂଚନା ଦେଇଛନ୍ତି। ଆସନ୍ତା ୨୮ ତାରିଖରେ ବିଧାନସଭାରେ ଉପସ୍ଥାପନ ହେବ ବଜେଟ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

6 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

10 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

10 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

10 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

10 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

11 hours ago