Below header

ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ, ୮ରେ ଆସିବ କାମଚଳା ବଜେଟ୍

ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ। ଫେବ୍ରୁଆରୀ ୮ରେ ଆସିବ କାମଚଳା ବଜେଟ୍। ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।

ଭୁବନେଶ୍ୱର (କେନ୍ୟୁଜ): ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ । ଫେବ୍ରୁଆରୀ ୮ରେ ଆସିବ କାମଚଳା ବଜେଟ୍ । ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । କାମଚଳା ବଜେଟ ଅଧିବେଶନ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନର ପ୍ରଥମ ଦିନ ଅଭିଭାଷଣ ରଖିବେ ରାଜ୍ୟପାଳ । ଏହି ଅଧିବେଶନରେ ରହିଛି ମୋଟ ୭ଟି କାର୍ଯ୍ୟଦିବସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.