ରାଜ୍ୟ

ଶୀତକାଳୀନ ଅଧିବେଶନ ଆରମ୍ଭ, ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ । ଆରମ୍ଭରୁ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି। ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି, ପୂର୍ବତନ ଉପମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ ସଦସ୍ୟ ରବି ଦାଶ ଓ ଯୁଧିଷ୍ଠିର ସାମନ୍ତରାୟଙ୍କ ବିୟୋଗରେ ୨ ମିନିଟ୍ ଶୋକ ପ୍ରାର୍ଥନା କରାଯାଇଥିଲା। ପୂର୍ବତନ ଲାନସ ହାବିଲଦାର ସରୋଜ ଦାସ ଓ ପୂର୍ବତନ କନେଷ୍ଟବଳ ପ୍ରକାଶ ସିଆଲଙ୍କ ଉଦ୍ଦେଶ୍ୟରେ ମଧ୍ୟ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା।

ଡିସେମ୍ବର ୩୦ ତାରିଖ ଯାଏ ଚାଲିବ ବିଧାନସଭା ଶୀତ ଅଧିବେଶନ । ଚଳିତ ଅଧିବେଶନରେେ ରହିବ ମୋଟ୍ ୩୦ଟି କାର୍ଯ୍ୟଦିବସ । ୨୦୨୪ ବିଧାନସଭା ନିର୍ବାଚନ ପୂର୍ବରୁ ଏହା ହେବ ବିଧାନସଭାରେ ଶେଷ ପୂର୍ଣ୍ଣାଙ୍ଗ ଅଧିବେଶନ । ସରକାର କିଛି ଗୁରୁତ୍ବପୂର୍ଣ୍ଣ ବିଲ୍ ପାରିତ କରିବାକୁ ଉଦ୍ୟମ କରିବେ । ନିର୍ବାଚନକୁ ପ୍ରାୟ ୪-୫ ମାସ ବାକି ରହିଛି । ତେଣୁ ଚଳିତ ଅଧିବେଶନ ଉପରେ ସାରା ରାଜ୍ୟର ନଜର ରହିଛି ।

Barsha

Recent Posts

ଆଜି ବିଶ୍ୱ ବାଇସାଇକେଲ ଦିବସ

ଭୁବନେଶ୍ୱର (କେନ୍ୟୁଜ): ଆଜି ବିଶ୍ୱ ବାଇସାଇକେଲ ଦିବସ । ଏହି ଅବସରରେ ଭୁବନେଶ୍ୱର ସାଇକେଲିଂ ଆଣ୍ଡ ଆଡଭେଞ୍ଚର କ୍ଳବର ସାଇକେଲ ଯାତ୍ରା…

2 mins ago

ପୁଲୱାମାରେ ଏନକାଉଣ୍ଟର: ଘର ଭିତରେ ଲୁଚିଛନ୍ତି ୨ ଲସ୍କର କମାଣ୍ଡର

ଜମ୍ମୁ କାଶ୍ମୀର : ଜମ୍ମୁ କାଶ୍ମୀର ପୁଲୱାମାରେ ଏନକାଉଣ୍ଟର । ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳି ବିନିମୟ । ପୁଲୱାମା ନିହାମ ଅଞ୍ଚଳରେ…

23 mins ago

ଝିଅ ସହ Yachtରେ ନଜର ଆସିଲେ ପ୍ରିୟଙ୍କା ଚୋପ୍ରା, ଫ୍ୟାନ୍ସଙ୍କ ହୃଦୟ ଜିତିଲା ମାଳତୀଙ୍କ କ୍ୟୁଟନେସ୍

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ଯାତ୍ରା କରିଛନ୍ତି । ତେଣୁ ଆଜି ତାଙ୍କୁ ଏକ ଗ୍ଲୋବାଲ ଷ୍ଟାର…

33 mins ago

ଝାଡ଼ଖଣ୍ଡ ବିଧାନସଭା ନିକଟରେ ପହଞ୍ଚିଲା ଜଙ୍ଗଲି ହାତୀ, ରାତି ସାରା ପୋଲିସ ନାକେଦମ୍‌

ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ଶନିବାର ବିଳମ୍ବିତ ରାତିରେ ଏକ ଜଙ୍ଗଲି ହାତୀ ଆତଙ୍କ ଖେଳାଇଥିଲା । ରାଞ୍ଚି ଜନବସତି ଅଞ୍ଚଳକୁ…

1 hour ago

ସୂର୍ଯ୍ୟୋଦୟର ଏକ ଘଣ୍ଟା ପୂର୍ବରୁ ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ

ଆକାଶରେ ବିରଳ ମହାଜାଗତିକ ଘଟଣା । ଗୋଟିଏ ସରଳ ରେଖାରେ ସୌର ମଣ୍ଡଳର ୬ ଗ୍ରହ ।  ପରେଡ୍  କଲା…

1 hour ago

ମୁଖ୍ୟ ନିର୍ବାଚନ କିମଶନଙ୍କ ପ୍ରେସମିଟ୍‌, ୩୧ କୋଟିରୁ ଅଧିକ ମହିଳା ଭୋଟର ଦେଇଛନ୍ତି ଭୋଟ୍‌

ଲୋକସଭା ନିର୍ବାଚନ ଗଣତି ପୂର୍ବରୁ ନିର୍ବାଚନ ଆୟୋଗ ପ୍ରେସମିଟ୍‌ କରିଛନ୍ତି । ଚଳିତଥର ମତଦାନରେ ଭାରତ ଐତିହାସିକ ରେକର୍ଡ ହାସଲ…

1 hour ago