ଭିଜିଲାନ୍ସ ଜାଲରେ RWSSର ସହକାରୀ ନିର୍ବାହୀ ଯନ୍ତ୍ରୀ, ଭୁବନେଶ୍ୱରର ୪ଟି ଜାଗା ସମେତ ମୋଟ ୮ଟି ସ୍ଥାନରେ ଚାଲିଛି ରେଡ୍‌

ଉଦଳା(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । ଉଦଳା RWSSର ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ରେଡ୍‌ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ। ଭୁବନେଶ୍ୱରର ୪ଟି ସ୍ଥାନ ସମେତ ମୋଟ ୮ଟି ସ୍ଥାନରେ ରେଡ୍‌ ।

କେନ୍ଦ୍ରାପଡା ଓ ମୟୂରଭଞ୍ଜର ୨ଟି ଲେଖାଏ ସ୍ଥାନରେ ରେଡ୍‌ ଚାଲିଛି । ଚଢାଉରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସ୍‌ପି, ୮ଜଣ DSP ୫ଜଣ ଇନିସପେକ୍ଟର, ଜଣେ ସବଇନିସପେକ୍ଟର, ୧୧ ଜଣASIଙ୍କ ସହ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.