Below header

ଭିଜିଲାନ୍ସ ଜାଲରେ ରାୟଗଡାର ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ,  ଜବତ ହେଲା ୧୧ ଲକ୍ଷ ୩୪ ହଜାର ୫୬୦ ଟଙ୍କା

କଟକ(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ରାୟଗଡା ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ। ଲାଞ୍ଚ ଟଙ୍କା ନେଇ ବାଇକରେ ଯାଉଥିବାବେଳେ କିଶୋର ଚନ୍ଦ୍ର ନାୟକଙ୍କୁ ଧରିଲା ଭିଜିଲାନ୍ସ। ତାଙ୍କ ନିକଟରୁ ନଗଦ ୧୧ ଲକ୍ଷ ୩୪ ହଜାର ୫୬୦ ଟଙ୍କା ଜବତ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ଯାଞ୍ଚ ଚାଲିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.