Below header

ଏପ୍ରିଲ ୩ରେ ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ, ଆଜିଠୁ ନାମାଙ୍କନ ଦାଖଲ

ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ୧୫ ତାରିଖ ଯାଏ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିପାରିବେ । ଏଥିପାଇଁ ପ୍ରମୁଖ ରାଜନୈତିକ ଦଳମାନଙ୍କ ମଧ୍ୟରେ ଆରମ୍ଭ ହୋଇଛି ଅଙ୍କକଷା।

ବରଗଡ଼ (କେନ୍ୟୁଜ): ଆସନ୍ତା ଏପ୍ରିଲ ୩ରେ ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ନିର୍ବାଚନ। ଆଜିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ୧୫ ତାରିଖ ଯାଏ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିପାରିବେ। ପ୍ରମୁଖ ରାଜନୈତିକ ଦଳମାନଙ୍କ ମଧ୍ୟରେ ଆରମ୍ଭ ହୋଇଛି ଅଙ୍କକଷା । ୨୦୧୧ମସିହାରେ ଗଠନ ହୋଇଥିବା ବିଜ୍ଞାପିତ ଅଞ୍ଚଳ ପରିଷଦ ୨୦୧୩ରେ ପ୍ରଥମ ଥର ପାଇଁ ନିର୍ବାଚନ ହୋଇଥିଲା। ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦର ମୋଟ ଭୋଟର ୧୩ ହଜାର ୫୨୦ ଥିବା ବେଳେ ୧୨ଟି ୱାର୍ଡ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.