ରାଜ୍ୟ

ଆଠଗଡ: ରାଧାକୃଷ୍ଣପୁର ପଞ୍ଚାୟତର ଖଣ୍ଡୁଆଳି ଗାଁକୁ ୭ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା, ୧୬ ଜଣ ପଜିଟିଭ ଚିହ୍ନଟ ପରେ ପଦକ୍ଷପ

ଆଠଗଡ: ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍‌ । ଆଠଗଡ ବ୍ଲକ ରାଧାକୃଷ୍ଣପୁର ପଞ୍ଚାୟତର ଖଣ୍ଡୁଆଳି ଗାଁରେ କରୋନା ଟେଷ୍ଟିଂ ହୋଇଥିଲା । ୧୬ ଜଣଙ୍କ ରିପୋର୍ଟ ପଜିଟିଭ ଚିହ୍ନଟ ପରେ ଏହି ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି।

ଗାଁକୁ ୭ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ପଜିଟିଭ ଚିହ୍ନଟ ହୋଇଥିବା ୧୬ ଜଣ ହୋମ୍‌ ଆଇସୋଲେସନରେ ଅଛନ୍ତି । ଗାଁରେ କଣ୍ଟାକ୍ଟ ଟ୍ରେସିଂ କରାଯିବା ସହ ଟେଷ୍ଟିଂକୁ ବଢାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Sonalisa

Recent Posts

ଅତ୍ୟଧିକ ଗରମ ଯୋଗୁଁ ଫାଟିଯିବ ଗାଡ଼ି ଟାୟାର, ଧ୍ୟାନରେ ରଖନ୍ତୁ ଏହି ଜିନିଷ

ବର୍ତ୍ତମାନ ସମଗ୍ର ଦେଶରେ ଅତ୍ୟଧିକ ଗରମ ହେଉଛି ଏବଂ ଏହି ଗରମରେ ଆପଣ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ସହିତ…

7 mins ago

ବିନା ପାରିଶ୍ରମିକରେ ମନ୍ଦିର ଚତୁଃପାର୍ଶ୍ଵରେ ଚିତ୍ର ଆଙ୍କି ପ୍ରଶଂସା ସାଉଁଟିଲେ ୧୫ଜଣ ଚିତ୍ରକର

ବ୍ରହ୍ମପୁର(କେନ୍ୟୁଜ): କାନ୍ଥରେ ରଙ୍ଗ ବେରଙ୍ଗର ବିଭିନ୍ନ ପ୍ରକାରର ଚିତ୍ର ଆଙ୍କିବାରେ ଲାଗିପଡିଛନ୍ତି ଏହି ଚିତ୍ରକରମାନେ । ପ୍ରଚଣ୍ଡ ରୌଦ୍ର ତାପକୁ…

25 mins ago

ଆଜିଠୁ ଜଳିବ ପଶ୍ଚିମ ଓଡିଶା: ବଲାଙ୍ଗୀର, ବରଗଡ଼ ଓ ନୂଆପଡାକୁ ହିଟଓ୍ବେଭ ଆଲର୍ଟ

ଭୁବନେଶ୍ୱର (କେନ୍ୟୁଜ); ଆଜିଠୁ ଜଳିବ ପଶ୍ଚିମ ଓଡିଶା ।  ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବଲାଙ୍ଗୀର, ବରଗଡ଼ ଏବଂ ନୂଆପଡାକୁ…

34 mins ago

ଆଇଫୋନରେ ମିଳୁଛି ୨୧% ଡିସକାଉଣ୍ଟ, ଶୀଘ୍ର ଉଠାନ୍ତୁ ଅଫରର ଲାଭ

ଯଦି ଆପଣ ଆଇଫୋନ୍ କିଣିବାକୁ ପ୍ଲାନ୍‌ କରୁଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ଖୁସି ଖବର । ବର୍ତ୍ତମାନ ଇ-କମର୍ସ…

1 hour ago

ଆଜି କଂଗ୍ରେସ ୱାର୍କିଂ କମିଟି ବୈଠକ, ବିରୋଧୀ ଦଳ ନେତା ହୋଇପାରନ୍ତି ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ : ସାଧାରଣ ନିର୍ବାଚନ ଫଳାଫଳ ପରେ ଆଜି ବସିବ କଂଗ୍ରେସ ୱାର୍କିଂ କମିଟି ବୈଠକ । ଏଥିରେ ଦଳର…

2 hours ago

ପୁଣି ଟିଟ୍ବେଣ୍ଟି ବିଶ୍ବକପରେ ବଡ଼ ବିପର୍ଯ୍ୟୟ, ନ୍ୟୁଜିଲାଣ୍ଡକୁ ହରାଇଲା ଆଫଗାନିସ୍ତାନ

ଟି୨୦ ବିଶ୍ବକପରେ ପୁଣି ବଡ଼ ଓଲଟପାଲଟ । ସର୍ପରାଇଜ୍ ଦେଲା ଆଫଗାନିସ୍ତାନ । ହାରିଲା ନ୍ୟୁଜିଲାଣ୍ଡ । ୧୬୦ ରନର…

2 hours ago