ବାଲେଶ୍ୱର : ଗ୍ୟାସ୍‌ କଟରରେ କାଟି ଏଟିଏମ୍‌ ଲୁଟିନେଲେ ଦୁର୍ବୃତ୍ତ

ବାଲେଶ୍ୱର : ପୁଣି ଲୁଟେରାଙ୍କ ଟାର୍ଗେଟରେ ଏଟିଏମ୍‌ । ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ ତାଳପଦା ଛକରେ ଥିବା ଏଟିଏମ୍‌ରୁ ଲୁଟ୍‌ । ଗ୍ୟାସ୍‌ କଟରରେ କାଟି ଲୁଟିନେଲେ ଦୁର୍ବୃତ୍ତ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଏଟିଏମ୍‌ରୁ କେତେ ଲୁଟ୍‌ ହୋଇଛି ତାହା ଜଣାପଡ଼ିନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.