Below header

ସୋର କଲେଜ ଛକ ନିକଟରେ ଥିବା ଫେଡେରାଲ୍‌ ବ୍ୟାଙ୍କ ଏଟିଏମ୍‌ ମେସିନ୍‌କୁ ତାଡ଼ି ନେଲେ ଦୁର୍ବୃତ୍ତ

ବାଲେଶ୍ୱର(କେନ୍ୟୁଜ୍) : ବାଲେଶ୍ୱର ଜିଲ୍ଲା ସୋର କଲେଜ ଛକ ନିକଟରେ ଥିବା ଫେଡେରାଲ୍‌ ବ୍ୟାଙ୍କ ଏଟିଏମ୍‌ ମେସିନ୍‌କୁ ଦୁର୍ବୃତ୍ତମାନେ ତାଡ଼ି ନେଇ ଯାଇଥିବା ଜଣାପଡିଛି । ଗତକାଲି ବିଳମ୍ୱିତ ରାତିରେ ଦୁର୍ବୃତ୍ତମାନେ ଏପରି କରିଥିବା ଜଣାପଡ଼ିଛି। ତେବେ ଏଟିଏମ୍‌ରେ କେତେ ଟଙ୍କା ଥିଲା ତାହା ଜଣାପଡ଼ି ନାହିଁ। ଖବର ପାଇ ସୋର ଥାନା ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.