ରାଜ୍ୟ

ପୋଷ୍ଟମର୍ଟମ ରିପୋର୍ଟ ଭୁଲ ଥିବା ଅଭିଯୋଗରେ ଡାକ୍ତରଙ୍କ ଉପରେ ଆକ୍ରମଣ

ଗଜପତି (କେନ୍ୟୁଜ୍‌) : କାର୍ଯ୍ୟରତ ଡାକ୍ତରଙ୍କୁ ମାଡ଼ ଅଭିଯୋଗ । ଗଜପତି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କୁ ମାଡ ମାରିଲେ ମୃତ ଛାତ୍ରୀଙ୍କ ମାଆ । ମୃତ ଛାତ୍ରୀ ହେଲେ ସୌଦାମିନୀ । ତାଙ୍କ ମୃତ୍ୟୁ ପରେ କାର୍ଯ୍ୟରତ ଡାକ୍ତରଙ୍କୁ ମାଡ ମାରିଛନ୍ତି ସୌଦାମିନୀଙ୍କ ମାଆ । ପୋଷ୍ଟମର୍ଟମ ରିପୋର୍ଟ ଭୁଲ୍ ଥିବା କହି ଡାକ୍ତର ରଶ୍ମିକାନ୍ତ ମିଶ୍ରଙ୍କୁ ଆକ୍ରମଣ କରିଛନ୍ତି । ଅଭିଯୋଗ ପରେ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ପାରଳାଖେମୁଣ୍ଡି ପୋଲିସ।

KNews Bureau

Recent Posts

ମହାପ୍ରଭୁଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ପ୍ରଭୁଙ୍କ ଆଶୀର୍ବାଦରେ ଏହା ସମ୍ଭବ ହେଇଛି

ପୁରୀ (କେନ୍ୟୁଜ); ଆଜିଠୁ ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ୱାର । ମଙ୍ଗଳ ଆଳତି ପରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାହେଲା…

19 mins ago

କାହାକୁ ମିଳିବ କେଉଁ ବିଭାଗ, ଆଜି ହୋଇପାରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ

ଭୁବନେଶ୍ୱର (କେନ୍ୟୁଜ): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ ।  କାହାକୁ ମିଳିବ କେଉଁ ବିଭାଗ ? ଖୁବଶୀଘ୍ର ମନ୍ତ୍ରୀମାନଙ୍କୁ ବିଭାଗ…

37 mins ago

ସୁନ୍ଦରଗଡ଼ର ଝିଅକୁ ବାହାହେବା ପାଇଁ ସୁଦୂର ରାଜସ୍ଥାନରୁ ଦୌଡ଼ି ଆସିଲେ ଦିବ୍ୟାଙ୍ଗ ଯୁବକ ଦୀନ ଦୟାଲ

ରାଉରକେଲା(କେନ୍ୟୁଜ): ଦିବ୍ୟାଙ୍ଗ ଯୁବକ ଯୁବତୀଙ୍କ ଫେସବୁକ୍ ପ୍ରେମ ଯୋଗୁଁ ରାଜସ୍ଥାନର ମଥପୁର ଗାଁ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଲହଣ୍ଡା…

41 mins ago

ଟି୨୦ ବିଶ୍ବକପ: ଆମେରିକାକୁ ୭ ୱିକେଟରେ ହରାଇ ସୁପର ଏଇଟରେ ପ୍ରବେଶ କରିଛି ଭାରତ

(କେନ୍ୟୁଜ): ଟି୨୦ ବିଶ୍ବକପରେ ଗତକାଲି ଆମେରିକାକୁ ୭ ୱିକେଟରେ ହରାଇ ସୁପର ଏଇଟରେ ପ୍ରବେଶ କରିଛି ଭାରତ । ୧୧୧…

1 hour ago

ଓଡ଼ିଶାରେ ସାମାନ୍ୟ ବଢ଼ିଲା ପେଟ୍ରୋଲ ଦର: ଜାଣନ୍ତୁ ଆଉ କେଉଁଠି କେତେ ଅଛି ମୂଲ୍ୟ

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

2 hours ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

2 hours ago