Below header

ପୁଣି ସାମ୍ବାଦିକଙ୍କୁୁ ମରଣାନ୍ତକ ଆକ୍ରମଣ

ପଟ୍ଟାମୁଣ୍ଡାଇ : ସାମ୍ବାଦିକଙ୍କୁୁ ମରଣାନ୍ତକ ଆକ୍ରମଣ । ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟି ଅନ୍ତର୍ଗତ ବେଲତଳ ଗ୍ରାମର ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ କଟୁରୀରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦୁର୍ବୃତ୍ତର ବାଇକ୍‌ ଜବତ କରିବା ସହ ତଦନ୍ତ ଜାରି ରଖିଛି । ଘଟଣାକୁ ନେଇ ସ୍ଥାନୀୟ ଲୋକେ ତୀବ୍ର ନିନ୍ଦା କରିବା ସହ ଦୋଷୀ ବିରୋଧରେ ଦୃଢ କାର‌୍ୟ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.