ଉମରକୋଟ ମଥୁରାପଡ଼ା ଗାଁ ନିକଟରେ ଅଟୋ ଦୁର୍ଘଟଣା : ଜଣେ ମୃତ , ୧୦ ଆହତ

ନବରଙ୍ଗପୁର(କେନ୍ୟୁଜ୍) : ନବରଙ୍ଗପୁର ଜିଲ୍ଲା ଉମରକୋଟ ମଥୁରାପଡ଼ା ଗାଁ ନିକଟରେ ଅଟୋ ଦୁର୍ଘଟଣା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ୧୦ ଜଣ ଆହତ ହୋଇଛନ୍ତି । ମୃତକ ହେଲେ ମଥୁରାପଡ଼ାର ଅକାଳ ଗୌଡ଼ । ସମସ୍ତ ଗୁରୁତରଙ୍କୁ ଚନ୍ଦାହାଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତାହତମାନେ ସମସ୍ତେ ଶ୍ରମିକ ଶ୍ରେଣୀର ବୋଲି ଜଣା ପଡ଼ିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.