ଅଟୋକୁ ଧକ୍କା ଦେଲା ଟ୍ରକ: ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

କଣ୍ଟାବାଞ୍ଜି : ଅଟୋକୁ ଧକ୍କା ଦେଲା ଟ୍ରକ। ଅଳ୍ପକେ ବର୍ତ୍ତିଗଲେ ଛାତ୍ରଛାତ୍ରୀ। କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡା ଫାଟକ ନିକଟରେ ଦୁର୍ଘଟଣା ଘଟିଥିଲା। ୭ ଜଣ ଛାତ୍ରଛାତ୍ରୀ ଟ୍ୟୁସନ ସାରି ଅଟୋରେ ଧାମନଡଙ୍ଗା ଯାଉଥିବା ସମୟରେ ଟ୍ରକଟି ଅଟୋକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିଲା। ହେଲ୍ପରକୁ ଧରି ନିସ୍ତୁକ ମାଡ଼ ମାରିଥିଲେ ସ୍ଥାନୀୟ ଲୋକେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.