Categories: ରାଜ୍ୟ

ଭୁବନେଶ୍ୱର : ବିଜେବି ନଗରରେ ଫୁଟିଲା ବୋମା, ଅଟୋ ଡ୍ରାଇଭର୍‌ ଆହତ

ଭୁବନେଶ୍ୱର (କେ ନ୍ୟୁଜ୍‌) : ଟଙ୍କପାଣି ରୋଡ୍‌ ସ୍ଥିତ ବିଜେବି ନଗର ନିକଟରେ ବୋମା ବିସ୍ଫୋରଣ । ଏକ ଅଟୋରେ ଏହି ବୋମାଟି ଫୁଟିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ବୋମା ବିସ୍ଫୋରଣ ଘଟିବା ଯୋଗୁଁ ଅଟୋ ଡ୍ରାଇଭର ଆହତ ହୋଇଛି । ତାକୁ ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତ୍ତି କରାଯାଇଛି । ତେବେ କେଉଁ ପରିସ୍ଥିତିରେ ଏହି ବୋମା ଫୁଟିଛି ତାହା ସ୍ପଷ୍ଟ ହୋଇନାହିଁ । ପୋଲିସ୍‌ ଘଟଣାର ତଦନ୍ତ କରୁଛି ।

KNews Bureau

Recent Posts

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

4 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

27 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

34 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

41 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

49 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

51 mins ago