ପୋଲରୁ ଖସିଲା ଅଟୋ, ୬ ଆହତ

ଆଜି ଏକ ଅଭାବନୀୟ ଘଟଣାକ୍ରମେ ଏକ ଅଟୋ ବାଇକକୁ ଧକା ଦେବା ପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡିଛି । ଏଥିରେ ଥିବା ୬ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତି କରାଯାଇଛି ।

କେନ୍ୟୁଜ (ବ୍ୟୁରୋ) : ଆଜି ଏକ ଅଭାବନୀୟ ଘଟଣାକ୍ରମେ ଏକ ଅଟୋ ବାଇକକୁ ଧକା ଦେବା ପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡିଛି । ଏଥିରେ ଥିବା ୬ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଘଟିଛି ମୋହନା ଚାନ୍ଦିପୁଟ ହାଟିପଦା ନିକଟରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.