Below header

ନବନିଯୁକ୍ତ ଅଧ୍ୟାପକଙ୍କ ପାଇଁ ସଚେତନତା ଶିବିର ଉଦଘାଟିତ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍): ଉଚ୍ଚଶିକ୍ଷାର ଆନ୍ତର୍ଜାତିକରଣ କର୍ମଶାଳା, ନବନିଯୁକ୍ତ ଅଧ୍ୟାପକଙ୍କ ପାଇଁ ସଚେତନତା ଶିବିର ଉଦଘାଟିତ । ଭୁବନେଶ୍ୱର ଜୟଦେବ ଭବନରେ ଅନୁଷ୍ଠିତ ଏହି କାର‌୍ୟ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ୟାରଅର କାଉନ୍‌ସେଲିଂ କେନ୍ଦ୍ରର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ୧୦ଟି ବିଶ୍ୱବିଦ୍ୟାଳୟ ଓ ୫୨ଟି ସରକାରୀ ମହାବିଦ୍ୟାଳୟରେ କ୍ୟାରଅର କାଉନ୍‌ସେଲିଂ କେନ୍ଦ୍ରର ବି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୧୩୫ ଜଣଙ୍କୁ ସରକାରୀ କଲେଜରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି କାର‌୍ୟ୍ୟକ୍ରମ ଆୟୋଜିତ ହୋଇଆସୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.