ରାଜ୍ୟ

ବୃଦ୍ଧକାଳେ ବାଲ୍ୟଲୀଳା, ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦେଇ ବନ୍ଧାହେଲେ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡ଼ଙ୍ଗୀ

କେନ୍ୟୁଜ୍(ବ୍ୟୁରୋ):  ଯୌନ ନିର୍ଯାତନା ଅଭିଯୋଗରେ ଆୟୁଷ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ଗିରଫ। ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡ଼ଙ୍ଗୀଙ୍କୁ ଗିରଫ କଲା ପୋଲିସ । IPC-୩୫୪, ଓ ୬୭ IT ଆକ୍ଟ ରେ ଗିରଫ କରାଯାଇଛି । ୫ ଘଣ୍ଟାର ଜେରା ପରେ ଗିରଫ କରାଯାଇଛି। ନିଜ ଅଫିସର ଜଣେ ମହିଳା କର୍ମଚାରୀଙ୍କୁ ବିଭୁ ପ୍ରସାଦ ଯୌନ ନିର୍ଯାତନା ଦେଉଥିବା ନେଇ ମହିଳା ଥାନାରେ ଅଭିଯୋଗ ହୋଇଥିଲା । ସେ ଅଶ୍ଲୀଳ ମେସେଜ ଓ ଅଶ୍ଲୀଳ ଭିଡିଓ ପଠାଇବା ସହ ପ୍ରେମ ନିବେଦନ କରିିଥିବା ଅଭିଯୋଗ କରିଥିଲେ ଯୁବତୀ । ପୂର୍ବରୁ ଅଭିଯୋଗକାରିଣୀଙ୍କ ବୟାନ ରେକର୍ଡ ହୋଇଥିଲା । ଏହି ମାମଲାରେ ତାଙ୍କୁ ହାଜର ହେବା ପାଇଁ ନୋଟିସ୍‌ କରିଥିଲା କମିଶନରେଟ ପୋଲିସ । ଏହାପରେ ଆଜି ହାଜର ହୋଇଥିଲେ ବିଭୂ ପ୍ରସାଦ।

Sasmita

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

27 seconds ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

6 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago